Judges 11:33 — Compare Translations

5 translations compared side by side

Odia - 1840
"ୟିଲ୍ଗହ ଆରୋଯରଠାରକ୍ସ୍ଟ ଆରମ୍ଭ କରି ମିନ୍ନୀତ ଅବଲେ-କରାମୀମ୍ ପର୍ୟ୍ଯନ୍ତ କୋଡିଏଟି ନଗରକକ୍ସ୍ଟ ପରାସ୍ତ କଲେ ଏବଂ ସମାନଙ୍କେର ସମସ୍ତ ବାସିନ୍ଦାମାନଙ୍କୁ ହତ୍ଯା କଲେ। ଏହିପରି ଭାବରେ ଅମ୍ମୋନୀମାନେ ଇଶ୍ରାୟେଲୀୟମାନଙ୍କ ଦ୍ବାରା ପରାସ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଅରୋୟରଠାରୁ ମିନ୍ନୀତ ନିକଟ ପର୍ଯ୍ୟନ୍ତ କୋଡ଼ିଏ ନଗର ଓ ଅବେଲ୍-କରାମୀମ୍ ପର୍ଯ୍ୟନ୍ତ ଅତି ମହାସଂହାରରେ ସେମାନଙ୍କୁ ସଂହାର କଲେ । ଏରୂପେ ଅମ୍ମୋନ୍-ସନ୍ତାନଗଣ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପରାସ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିପ୍ତହ ଆରୋୟରଠାରୁ ଆରମ୍ଭ କରି ମିନ୍ନୀତ ଅବେଲ-କରାମୀମ୍ ପର୍ଯ୍ୟନ୍ତ କୋଡ଼ିଏଟି ନଗରକୁ ପରାସ୍ତ କଲେ ଏବଂ ସେମାନଙ୍କର ସମସ୍ତ ବାସିନ୍ଦାମାନଙ୍କୁ ହତ୍ୟା କଲେ। ଏହିପରି ଭାବରେ ଅମ୍ମୋନୀମାନେ ଇସ୍ରାଏଲୀୟମାନଙ୍କ ଦ୍ୱାରା ପରାସ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଅରୋୟରଠାରୁ ମିନ୍ନୀତ ନିକଟ ପର୍ଯ୍ୟନ୍ତ କୋଡ଼ିଏ ନଗର ଓ ଅବେଲ୍‍-କରାମୀମ୍‍ ପର୍ଯ୍ୟନ୍ତ ଅତି ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏରୂପେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପରାସ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଅରୋୟରଠାରୁ ମିନ୍ନୀତ ନିକଟ ପର୍ଯ୍ୟନ୍ତ କୋଡ଼ିଏ ନଗର ଓ ଅବେଲ୍‍-କରାମୀମ୍‍ ପର୍ଯ୍ୟନ୍ତ ଅତି ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏରୂପେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ପରାସ୍ତ ହେଲେ।