Judges 11:34 — Compare Translations

5 translations compared side by side

Odia - 1840
"ୟିଲ୍ଗହ ମିସ୍ପୀକକ୍ସ୍ଟ ଗଲେ, ସେ ତାଙ୍କ ଘ ରେ ପହଞ୍ଚିବା ମାତ୍ ରେ ତାଙ୍କର ଝିଅ ତାଙ୍କୁ ଦେଖିବାକକ୍ସ୍ଟ ପ୍ରଥମେ ବାହାରି ଆସିଲା। ତାଙ୍କର ଝିଅ ଦାରାଦଇେ ନାଚି ନାଚି କରି ଆସିଥିଲା। ସେ ଥିଲା ୟିଲ୍ଗହଙ୍କର ଏକମାତ୍ର ଅଲିଅଳି କନ୍ଯା। ଯାହାଙ୍କକ୍ସ୍ଟ ସେ ଅତ୍ଯନ୍ତ ଭଲ ପାଉଥିଲେ। ୟିଲ୍ଗହଙ୍କର ଏହି ଝିଅ ବ୍ଯତୀତ ଆଉ କୌଣସି ପକ୍ସ୍ଟଅଝିଅ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିପ୍ତହ ମିସ୍ପୀରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିପ୍ତହ ମି‌ସ୍‌ପୀକୁ ଗଲେ, ସେ ତାଙ୍କ ଘରେ ପହଞ୍ଚିବା ମାତ୍ରେ ତାଙ୍କର ଝିଅ ତାଙ୍କୁ ଦେଖିବାକୁ ପ୍ରଥମେ ବାହାରି ଆସିଲା। ତାଙ୍କର ଝିଅ ଦାରା ନେଇ ନାଚି ନାଚି କରି ଆସିଥିଲା। ସେ ଥିଲା ଯିପ୍ତହଙ୍କର ଏକମାତ୍ର ଅଲିଅଳି କନ୍ୟା। ଯାହାଙ୍କୁ ସେ ଅତ୍ୟନ୍ତ ଭଲ ପାଉଥିଲେ। ଯିପ୍ତହଙ୍କର ଏହି ଝିଅ ବ୍ୟତୀତ ଆଉ କୌଣସି ପୁଅଝିଅ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିପ୍ତହ ମିସ୍ପାରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିପ୍ତହ ମିସ୍ପାରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା।