Judges 11:35 — Compare Translations

5 translations compared side by side

Odia - 1840
"ଯେତବେେଳେ ୟିଲ୍ଗହ ଦେଖିଲେ ତାଙ୍କର କନ୍ଯା ଯେ କି ପ୍ରଥମେ ଗୃହରକ୍ସ୍ଟ ବାହାର ହାଇେ ତାଙ୍କୁ ଦଖାେ ଦେଲେ। ସେ ତାଙ୍କ ନିଜର ପିନ୍ଧାବସ୍ତ୍ର ଚିରି ଦେଲେ ଓ କହିଲେ, ହେ ମାରେ କନ୍ଯା! ତୁମ୍ଭେ ମାେତେ ଧ୍ବଂସ କରିଦଲେ। ତୁମ୍ଭେ ମାରେ ଦକ୍ସ୍ଟଃଖର କାରଣ ହେଲ, କାରଣ ମୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଆପଣା ମକ୍ସ୍ଟଖ ରେ ପ୍ରତିଜ୍ଞା କରିଛି ଏବଂ ମୁ ପ୍ରତିଜ୍ଞା ଫରୋଇ ନଇେପାରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, ହାୟ, ହାୟ, ଆମ୍ଭର କନ୍ୟେଣ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯିପ୍ତହ ଦେଖିଲେ ତାଙ୍କର କନ୍ୟା ଯେ କି ପ୍ରଥମେ ଗୃହରୁ ବାହାର ହୋଇ ତାଙ୍କୁ ଦେଖା ଦେଲେ। ସେ ତାଙ୍କ ନିଜର ପିନ୍ଧାବସ୍ତ୍ର ଚିରି ଦେଲେ ଓ କହିଲେ, “ହେ ମୋର କନ୍ୟା! ତୁମ୍ଭେ ମୋତେ ଧ୍ୱଂସ କରିଦେଲ। ତୁମ୍ଭେ ମୋର ଦୁଃଖର କାରଣ ହେଲ, କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖରେ ପ୍ରତିଜ୍ଞା କରିଛି ଏବଂ ମୁଁ ପ୍ରତିଜ୍ଞା ଫେରାଇ ନେଇପାରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, “ହାୟ, ହାୟ, ଆମ୍ଭର କନ୍ୟେ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, “ହାୟ, ହାୟ, ଆମ୍ଭର କନ୍ୟେ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ।”