Judges 11:36 — Compare Translations

5 translations compared side by side

Odia - 1840
"ୟିଲ୍ଗହର କନ୍ଯାକହିଲା, ହେ ମାରେ ପିତା ତୁମ୍ଭେ ସଦାପ୍ରଭୁଙ୍କ ନିକଟରେ କିଛି ପ୍ରତିଜ୍ଞା କଲ। ବର୍ତ୍ତମାନ ମାେ ପ୍ରତି ସହେି ଅନକ୍ସ୍ଟସା ରେ କର। ଆପତତଃ, ସଦାପ୍ରଭୁ ତୁମ୍ଭର ଶତୃ ଅେମ୍ମାନୀୟମାନଙ୍କୁ ପରାସ୍ତ କରିବା ରେ ତକ୍ସ୍ଟମ୍ଭଙ୍କକ୍ସ୍ଟ ସାହାୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ତାଙ୍କୁ କହିଲା, ହେ ଆମ୍ଭର ପିତଃ, ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛ; ତୁମ୍ଭ ମୁଖରୁ ଯାହା ନିର୍ଗତ ହୋଇଅଛି, ତଦନୁସାରେ ମୋʼ ପ୍ରତି କର; କାରଣ ସଦାପ୍ରଭୁ ତୁମ୍ଭ ନିମନ୍ତେ ତୁମ୍ଭ ଶତ୍ରୁ ଅମ୍ମୋନ୍-ସନ୍ତାନମାନଙ୍କଠାରୁ ପରିଶୋଧ ନେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯିପ୍ତହର କନ୍ୟା କହିଲା, “ହେ ମୋର ପିତା, ତୁମ୍ଭେ ସଦାପ୍ରଭୁଙ୍କ ନିକଟରେ କିଛି ପ୍ରତିଜ୍ଞା କଲ। ବର୍ତ୍ତମାନ ମୋ’ ପ୍ରତି ସେହି ଅନୁସାରେ କର। ଯେହେତୁ, ସଦାପ୍ରଭୁ ତୁମ୍ଭର ଶତ୍ରୁ ଅମ୍ମୋନୀୟମାନଙ୍କୁ ପରାସ୍ତ କରିବାରେ ତୁମ୍ଭଙ୍କୁ ସାହାଯ୍ୟ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ତାଙ୍କୁ କହିଲା, “ହେ ଆମ୍ଭର ପିତଃ, ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛ; ତୁମ୍ଭ ମୁଖରୁ ଯାହା ନିର୍ଗତ ହୋଇଅଛି, ତଦନୁସାରେ ମୋʼ ପ୍ରତି କର; କାରଣ ସଦାପ୍ରଭୁ ତୁମ୍ଭ ନିମନ୍ତେ ତୁମ୍ଭ ଶତ୍ରୁ ଅମ୍ମୋନ-ସନ୍ତାନମାନଙ୍କଠାରୁ ପରିଶୋଧ ନେଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ତାଙ୍କୁ କହିଲା, “ହେ ଆମ୍ଭର ପିତଃ, ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛ; ତୁମ୍ଭ ମୁଖରୁ ଯାହା ନିର୍ଗତ ହୋଇଅଛି, ତଦନୁସାରେ ମୋ’ ପ୍ରତି କର; କାରଣ ସଦାପ୍ରଭୁ ତୁମ୍ଭ ନିମନ୍ତେ ତୁମ୍ଭ ଶତ୍ରୁ ଅମ୍ମୋନ-ସନ୍ତାନମାନଙ୍କଠାରୁ ପରିଶୋଧ ନେଇଅଛନ୍ତି।”