Judges 11:38 — Compare Translations
5 translations compared side by side
Odia - 1840
"ୟିଲ୍ଗହ କହିଲେ, ୟାଅ ଏବଂ ସହେିପରି କର। ମାେତେ ଦକ୍ସ୍ଟଇମାସ ପାଇଁ ରହିବାକକ୍ସ୍ଟ ଦିଅ। ତହିଁରେ ସେ ଓ ତାହାର ସଖୀମାନେ ପର୍ବତମଯ ସ୍ଥାନକକ୍ସ୍ଟ ୟାଇ ତା'ର କକ୍ସ୍ଟମାରିତ୍ବ ବିଷଯ ରେ ବିଳାପ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲେ, ଯାଅ । ଆଉ ସେ ଦୁଇ ମାସ ପାଇଁ ତାହାକୁ ବିଦାୟ କଲେ; ତହିଁରେ ସେ ଓ ତାହାର ସଖୀମାନେ ପର୍ବତମୟ ସ୍ଥାନକୁ ଯାଇ ତାହାର କୁମାରୀତ୍ଵ ବିଷୟରେ ବିଳାପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିପ୍ତହ କହିଲେ, “ଯାଅ” ଏବଂ ସେହିପରି କର। ମୋତେ ଦୁଇମାସ ପାଇଁ ରହିବାକୁ ଦିଅ। ତହିଁରେ ସେ ଓ ତାହାର ସଖୀମାନେ ପର୍ବତମୟ ସ୍ଥାନକୁ ଯାଇ ତା’ର କୁମାରିତ୍ୱ ବିଷୟରେ ବିଳାପ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲେ, “ଯାଅ।” ଆଉ ସେ ଦୁଇ ମାସ ପାଇଁ ତାହାକୁ ବିଦାୟ କଲେ; ତହିଁରେ ସେ ଓ ତାହାର ସଖୀମାନେ ପର୍ବତମୟ ସ୍ଥାନକୁ ଯାଇ ତାହାର କୁମାରୀତ୍ୱ ବିଷୟରେ ବିଳାପ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲେ, ଯାଅ। ଆଉ ସେ ଦୁଇ ମାସ ପାଇଁ ତାହାକୁ ବିଦାୟ କଲେ; ତହିଁରେ ସେ ଓ ତାହାର ସଖୀମାନେ ପର୍ବତମୟ ସ୍ଥାନକୁ ଯାଇ ତାହାର କୁମାରୀତ୍ୱ ବିଷୟରେ ବିଳାପ କଲେ।