Judges 11:4 — Compare Translations

5 translations compared side by side

Odia - 1840
"କିଛି ଦିନପରେ ଅମ୍ମାନେ ସନ୍ତାନଗଣ ଇଶ୍ରାୟେଲ ସହିତ ୟକ୍ସ୍ଟଦ୍ଧ କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଛି କାଳ ପରେ ଅମ୍ମୋନ୍-ସନ୍ତାନଗଣ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଦିନପରେ ଅମ୍ମୋନ ସନ୍ତାନଗଣ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଛି ଦିନ ପରେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
କିଛି ଦିନ ପରେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଲାଗିଲେ।