Judges 11:40 — Compare Translations
5 translations compared side by side
Odia - 1840
"ପ୍ରତିବର୍ଷ ଇଶ୍ରାୟେଲୀୟ କନ୍ଯାମାନେ ଗିଲିଯଦୀଯ ୟିଲ୍ଗହ କନ୍ଯାର ଦକ୍ସ୍ଟଃଖର ସ୍ମରଣାତ୍ସବକକ୍ସ୍ଟ ବର୍ଷକେ ଗ୍ଭରିଦିନ ପାଇଁ ପାଳନ କଲେ। ଏହା ସଠାେରେ ଏକ ପରଐରା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଦବଧି ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତି ବର୍ଷ ଇସ୍ରାଏଲୀୟ କନ୍ୟାମାନେ ଗିଲିୟଦୀୟ ଯିପ୍ତହ କନ୍ୟାର ଦୁଃଖର ସ୍ମରଣାତ୍ସବକୁ ବର୍ଷକେ ଗ୍ଭରି ଦିନ ପାଇଁ ପାଳନ କଲେ। ଏହା ସେଠାରେ ଏକ ପରମ୍ପରା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା।
Odia IRV 2017 (ଓଡିଆ ବାଇବେଲ)
ସେହିଦିନ ଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା।