Judges 11:5 — Compare Translations
5 translations compared side by side
Odia - 1840
"ଯେତବେଳେ ଅେମ୍ମାନୀୟମାନେ ଇଶ୍ରାୟେଲ ସହିତ ୟକ୍ସ୍ଟଦ୍ଧ କଲେ, ଗିଲିଯଦର ନତେୃବର୍ଗ ପ୍ରାଚୀନବର୍ଗ ୟିଲ୍ଗହଙ୍କକ୍ସ୍ଟ ପାଇବାକକ୍ସ୍ଟ ଟୋବ୍ ଦେଶକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅମ୍ମୋନ୍-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ୍ ଦେଶରୁ ଆଣିବାକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଅମ୍ମୋନୀୟମାନେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ଗିଲିୟଦର ନେତୃବର୍ଗ ପ୍ରାଚୀନବର୍ଗ ଯିପ୍ତହଙ୍କୁ ପାଇବାକୁ ଟୋବ୍ ଦେଶକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅମ୍ମୋନ-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ ଦେଶରୁ ଆଣିବାକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅମ୍ମୋନ-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ ଦେଶରୁ ଆଣିବାକୁ ଗଲେ।