Judges 11:6 — Compare Translations
5 translations compared side by side
Odia - 1840
"ସମାନେେ ୟିଲ୍ଗହଙ୍କକ୍ସ୍ଟ କହିଲେ, ଆମ୍ଭମାନେେ ଅମ୍ମାନେ ସନ୍ତାନଗଣ ସହିତ ଯମେନ୍ତ ୟକ୍ସ୍ଟଦ୍ଧ କରିବାକୁ ଗ୍ଭହକ୍ସ୍ଟଁଛକ୍ସ୍ଟ, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନ କର୍ତ୍ତା ହକ୍ସ୍ଟଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ଯିପ୍ତହଙ୍କୁ କହିଲେ, ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯିପ୍ତହଙ୍କୁ କହିଲେ, “ଆମ୍ଭେମାନେ ଅମ୍ମୋନ ସନ୍ତାନଗଣ ସହିତ ଯେମନ୍ତ ଯୁଦ୍ଧ କରିବାକୁ ଗ୍ଭହୁଁଛୁ, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଯିପ୍ତହଙ୍କୁ କହିଲେ, “ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଯିପ୍ତହଙ୍କୁ କହିଲେ, ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।