Judges 11:7 — Compare Translations

5 translations compared side by side

Odia - 1840
"ୟିଲ୍ଗହ ଗିଲିଯଦର ପ୍ରାଚୀନ ନତେୃବର୍ଗମାନଙ୍କୁ କହିଲେ, ତୁମ୍ଭମାନେେ ମାେତେ ବଳପୂର୍ବକ ମାରେ ପିତୃଗୃହରକ୍ସ୍ଟ ତଡି ଦଇେଥିଲ। ତକ୍ସ୍ଟମେ ମାେତେ ଘୃଣା କର। ଯେତବେେଳେ ତୁମ୍ଭର ଅସକ୍ସ୍ଟବିଧା ହକ୍ସ୍ଟଏ, ତବେେ କାହିଁକି ତୁମ୍ଭେ ଏବେ ମାେ ପାଖକକ୍ସ୍ଟ ଆସିଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ି ଦେଇ ନାହଁ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଛ ବୋଲି ମୋର କତିକି କାହିଁକି ଆସିଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଯିପ୍ତହ ଗିଲିୟଦର ପ୍ରାଚୀନ ନେତୃବର୍ଗମାନଙ୍କୁ କହିଲେ, “ତୁମ୍ଭେମାନେ ମୋତେ ବଳପୂର୍ବକ ମୋର ପିତୃଗୃହରୁ ତଡ଼ି ଦେଇଥିଲ। ତୁମେ ମୋତେ ଘୃଣା କର। ଯେତେବେଳେ ତୁମ୍ଭର ଅସୁବିଧା ହୁଏ, ତେବେ କାହିଁକି ତୁମ୍ଭେ ଏବେ ମୋ’ ପାଖକୁ ଆସିଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, “ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ିଦେଇ ନାହଁ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଅଛ ବୋଲି ମୋର ନିକଟକୁ କାହିଁକି ଆସିଅଛ?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ି ଦେଇ ନାହଁ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଛ ବୋଲି ମୋର ନିକଟକୁ କାହିଁକି ଆସିଅଛ?