Judges 11:8 — Compare Translations
5 translations compared side by side
Odia - 1840
"ଗିଲିଯଦର ପ୍ରାଚୀନ ନତେୃବର୍ଗ ୟିଲ୍ଗହକକ୍ସ୍ଟ କହିଲେ, ଏଇଥିପାଇଁ ଆମ୍ଭେ ତକ୍ସ୍ଟମ୍ଭ ପାଖକକ୍ସ୍ଟ ଆସିଅଛକ୍ସ୍ଟ ବର୍ତ୍ତମାନ ଦୟାକରି ଆମ୍ଭ ସହିତ ଆସ ଓ ଅମ୍ମାନେୀୟମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କର ଏବଂ ଗିଲିଯଦ ରେ ନେତା ହକ୍ସ୍ଟଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ଵରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଗିଲିୟଦର ପ୍ରାଚୀନ ନେତୃବର୍ଗ ଯିପ୍ତହକୁ କହିଲେ, “ଏଇଥିପାଇଁ ଆମ୍ଭେ ତୁମ୍ଭ ପାଖକୁ ଆସିଅଛୁ ବର୍ତ୍ତମାନ ଦୟାକରି ଆମ୍ଭ ସହିତ ଆସ ଓ ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କର ଏବଂ ଗିଲିୟଦରେ ନେତା ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ୱରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ୱରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ।