Judges 11:9 — Compare Translations
5 translations compared side by side
Odia - 1840
"ଏହାପରେ ୟିଲ୍ଗହ ଗିଲିଯଦର ପ୍ରାଚୀନ ନତେୃବର୍ଗମାନଙ୍କୁ କହିଲେ, ଯଦି ତୁମ୍ଭମାନେେ ଅେମ୍ମାନୀୟମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ମାେତେ ଫରୋଇ ନେଉଛ, ଯଦି ସଦାପ୍ରଭୁ ସମାନଙ୍କେୁ ପରାସ୍ତ କରିବାକୁ ମାେତେ ମହାୟ ହକ୍ସ୍ଟଅନ୍ତି ତବେେ ମୁ ତୁମ୍ଭମାନଙ୍କର ନେତା ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ ତ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ଵରୂପ ହେବି?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିପ୍ତହ ଗିଲିୟଦର ପ୍ରାଚୀନ ନେତୃବର୍ଗମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ମୋତେ ଫେରାଇ ନେଉଛ, ଯଦି ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରିବାକୁ ମୋତେ ସହାୟ ହୁଅନ୍ତି ତେବେ ମୁଁ ତୁମ୍ଭମାନଙ୍କର ନେତା ହେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, “ତୁମ୍ଭେମାନେ ତ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ୱରୂପ ହେବି?”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ ତ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ୱରୂପ ହେବି?