Judges 12:1 — Compare Translations
5 translations compared side by side
Odia - 1840
"ଇଫ୍ରଯିମ ପରିବାରବର୍ଗ ସମାନଙ୍କେର ୈସନ୍ଯମାନଙ୍କୁ ଡାକି ଏକତ୍ରୀତ କଲେ। ଏହାପରେ ସମାନେେ ସିଫନ୍ ସହରକକ୍ସ୍ଟ ନଦୀ ପାରହାଇେ ଗଲେ। ସମାନେେ ୟିଲ୍ଗହକକ୍ସ୍ଟ କହିଲେ, ଅମ୍ମାନେ ସନ୍ତାନଗଣଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ, ତୁମ୍ଭେ ଆମ୍ଭକକ୍ସ୍ଟ କାହିଁକି ଡାକିଲ ନାହିଁ? ଆମ୍ଭେ ତକ୍ସ୍ଟମ୍ଭ ସହିତ ତକ୍ସ୍ଟମ୍ଭ ଘରକକ୍ସ୍ଟ ପୋଡି଼ଦବେକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯିପ୍ତହ ଏବଂ ଇଫ୍ରୟିମ ଇଫ୍ରୟିମ ପରିବାରବର୍ଗ ସେମାନଙ୍କର ସୈନ୍ୟମାନଙ୍କୁ ଡାକି ଏକତ୍ରିତ କଲେ। ଏହା ପରେ ସେମାନେ ସିଫନ୍ ସହରକୁ ନଦୀ ପାରହୋଇ ଗଲେ। ସେମାନେ ଯିପ୍ତହକୁ କହିଲେ, “ଅମ୍ମୋନ ସନ୍ତାନଗଣଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ, ତୁମ୍ଭେ ଆମ୍ଭକୁ କାହିଁକି ଡାକିଲ ନାହିଁ? ଆମ୍ଭେ ତୁମ୍ଭ ସହିତ ତୁମ୍ଭ ଘରକୁ ପୋଡ଼ିଦେବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା।