Judges 12:10 — Compare Translations

5 translations compared side by side

Odia - 1840
"ଯେତବେେଳେ ଇବ୍ସନ୍ ମୃତକ୍ସ୍ଟ୍ଯବରଣ କଲେ, ସେ ବୈଥଲହେମ୍ ରେ କବର ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ଇବ୍ସନ୍ ମଲେ ଓ ବୈଥ୍ଲେହମରେ କବର ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଇ‌ବ୍‌ସନ୍ ମୃତ୍ୟୁବରଣ କଲେ, ସେ ବୈଥଲେହ‌ମ୍‌ରେ କବର ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇବ୍‍ସନ୍‍ ମଲେ ଓ ବେଥଲିହିମରେ କବର ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇବ୍‍ସନ୍‍ ମଲେ ଓ ବେଥଲିହିମରେ କବର ପାଇଲେ।