Judges 12:11 — Compare Translations

5 translations compared side by side

Odia - 1840
"ଇବ୍ସନ୍ଙ୍କ ପରେ ଏଲୋନ୍ ନାମକ ଜଣେ ଲୋକ ବିଗ୍ଭରକ ହେଲେ। ସେ ଥିଲେ ସବୂଲୂନ୍ ପରିବାରବର୍ଗର ଲୋକ। ସେ ଇଶ୍ରାୟେଲ ଉପରେ ଦଶବର୍ଷ ବିଗ୍ଭରକ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଉତ୍ତାରେ ସବୂଲୂନୀୟ ଏଲୋନ୍ ଇସ୍ରାଏଲର ବିଚାର କଲେ ଓ ସେ ଦଶ ବର୍ଷ ଇସ୍ରାଏଲର ବିଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବିଗ୍ଭରକ ଏଲୋନ୍ ଇ‌ବ୍‌ସ‌ନଙ୍କ ପରେ ଏଲୋନ୍ ନାମକ ଜଣେ ଲୋକ ବିଗ୍ଭରକ ହେଲେ। ସେ ଥିଲେ ସବୂଲୂନ୍ ପରିବାରବର୍ଗର ଲୋକ। ସେ ଇସ୍ରାଏଲ ଉପରେ ଦଶ ବର୍ଷ ବିଗ୍ଭରକ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଉତ୍ତାରେ ସବୂଲୂନୀୟ ଏଲୋନ୍‍ ଇସ୍ରାଏଲର ବିଚାର କଲେ ଓ ସେ ଦଶ ବର୍ଷ ଇସ୍ରାଏଲର ବିଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ତାହା ଉତ୍ତାରେ ସବୂଲୂନୀୟ ଏଲୋନ୍‍ ଇସ୍ରାଏଲର ବିଚାର କଲେ ଓ ସେ ଦଶ ବର୍ଷ ଇସ୍ରାଏଲର ବିଚାର କଲେ।