Judges 12:14 — Compare Translations

5 translations compared side by side

Odia - 1840
"ଅବ୍ଦୋନ୍ଙ୍କର ଗ୍ଭଳିଶଟି ପକ୍ସ୍ଟତ୍ର ଓ ତିରିଶଟି ନାତି ଥିଲେ। ସମାନେେ ଶତକ୍ସ୍ଟରିଟି ଗଧ ଉପରେ ସବାର ହେଉଥିଲେ। ସେ ଆଠ ବର୍ଷଧରି ଇଶ୍ରାୟେଲ ଉପରେ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହାରଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅ‌ବ୍‌ଦୋ‌ନଙ୍କର ଗ୍ଭଳି‌ଶ୍‌ଟି ପୁତ୍ର ଓ ତିରି‌ଶ୍‌ଟି ନାତି ଥିଲେ। ସେମାନେ ସତୁରିଟି ଗଧ ଉପରେ ସବାର ହେଉଥିଲେ। ସେ ଆଠ ବର୍ଷଧରି ଇସ୍ରାଏଲ ଉପରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହାର ଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ତାହାର ଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ।