Judges 12:15 — Compare Translations

5 translations compared side by side

Odia - 1840
"ଏହାପରେ ସେ ମୃତକ୍ସ୍ଟ୍ଯବରଣ କରିବାରକ୍ସ୍ଟ ତାଙ୍କୁ ଅମାଲକେୀଯ ପର୍ବତମଯ ଦେଶ ଅନ୍ତର୍ଗତ ଇଫ୍ରଯିମ ଦେଶସ୍ଥ ଫିରିଯାଥୋନ ରେ କବର ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ଫିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ମୃତ୍ୟୁବରଣ କରିବାରୁ ତାଙ୍କୁ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫେରିୟାଥୋନରେ କବର ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍‍ଦୋନ୍‍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍‍ଦୋନ୍‍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ।