Judges 12:2 — Compare Translations

5 translations compared side by side

Odia - 1840
"ୟିଲ୍ଗହ ସମାନଙ୍କେୁ ଉତ୍ତର ଦେଲେ, ଅେମ୍ମାନୀୟମାନଙ୍କ ସହିତ ମାରେ ଓ ମାରେ ଲୋକମାନଙ୍କର ବଡ ବିବାଦ ଥିଲା। ତେଣୁ ମୁ ମାରେ ଲୋକମାନଙ୍କ ସହିତ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲି। ମୁ ତୁମ୍ଭକୁ ଡାକିଥିଲି କିନ୍ତୁ ତୁମ୍ଭମାନେେ ଆସିଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, ଅମ୍ମୋନ୍-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିପ୍ତହ ସେମାନଙ୍କୁ ଉତ୍ତର ଦେଲେ, “ଅମ୍ମୋନୀୟମାନଙ୍କ ସହିତ ମୋର ଓ ମୋର ଲୋକମାନଙ୍କର ବଡ଼ ବିବାଦ ଥିଲା। ତେଣୁ ମୁଁ ମୋର ଲୋକମାନଙ୍କ ସହିତ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲି। ମୁଁ ତୁମ୍ଭକୁ ଡାକିଥିଲି କିନ୍ତୁ ତୁମ୍ଭେମାନେ ଆସିଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, “ଅମ୍ମୋନ-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, ଅମ୍ମୋନ ସନ୍ତାନଗଣ ସହିତ ମୋହର ଓ ମୋ’ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ।