Judges 12:3 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ମାେତେ ସାହାୟ୍ଯ କଲନାହିଁ। ଏଥିଯୋଗୁ ମୁ ମାରେ ଜୀବନକକ୍ସ୍ଟ ବାଜି ଲଗାଇଲି। ମୁ ନଦୀ ପାର ହାଇେ ଅେମ୍ମାନୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବା ପାଇଁ ଗଲି। ସଦାପ୍ରଭୁ ତାଙ୍କୁ ପରାସ୍ତ କରିବା ପାଇଁ ମାେତେ ସହାୟ ହେଲେ। ବର୍ତ୍ତମାନ ତୁମ୍ଭମାନେେ ଆଜି କାହିଁକି ମାେ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଆସିଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମୋତେ ସାହାଯ୍ୟ କଲ ନାହିଁ। ଏଥିଯୋଗୁଁ ମୁଁ ମୋର ଜୀବନକୁ ବାଜି ଲଗାଇଲି। ମୁଁ ନଦୀ ପାର ହୋଇ ଅମ୍ମୋନୀୟମାନଙ୍କ ସହିତ ଯୁଦ୍ଧ କରିବା ପାଇଁ ଗଲି। ସଦାପ୍ରଭୁ ତାଙ୍କୁ ପରାସ୍ତ କରିବା ପାଇଁ ମୋତେ ସହାୟ ହେଲେ। ବର୍ତ୍ତମାନ ତୁମ୍ଭେମାନେ ଆଜି କାହିଁକି ମୋ’ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?”
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋ’ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?