Judges 12:4 — Compare Translations

5 translations compared side by side

Odia - 1840
"ଏହାପରେ ୟିଲ୍ଗହ ଗିଲିଯାଦର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କରାଇଲେ। ଏବଂ ଇଫ୍ରଯିମ, ଇଫ୍ରଯିମ ପରିବାରବର୍ଗ ବିରକ୍ସ୍ଟଦ୍ଦ ରେ ୟକ୍ସ୍ଟଦ୍ଧ କଲେ। ସମାନେେ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ, କାରଣ ସମାନେେ ଗିଲିଯଦର ଲୋକମାନଙ୍କୁ ଅପମାନିତ କରିଥିଲେ। ସମାନେେ କହିଲେ, ହେ ଗିଲିଯଦର ଲୋକମାନେ, ତୁମ୍ଭମାନେେ ଇଫ୍ରଯିମ ଓ ମନଃଶିର ମଧିଅରେ ବାସ କରୁଥିବା ଇଫ୍ରଯିମର ଶରଣାସ୍ଥି। ଗିଲିଯାଦର ଲୋକମାନେ ଇଫ୍ରଯିମର ଲୋକମାନଙ୍କୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିପ୍ତହ ଗିଲିୟଦର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରାଇଲେ। ଏବଂ ଇଫ୍ରୟିମ ପରିବାରବର୍ଗ ବିରୁଦ୍ଧରେ ଯୁଦ୍ଧ କଲେ। ସେମାନେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ, କାରଣ ସେମାନେ ଗିଲିୟଦର ଲୋକମାନଙ୍କୁ ଅପମାନିତ କରିଥିଲେ। ସେମାନେ କହିଲେ, “ହେ ଗିଲିୟଦର ଲୋକମାନେ, ତୁମ୍ଭେମାନେ ଇଫ୍ରୟିମ ଓ ମନଃଶିର ମଧ୍ୟରେ ବାସ କରୁଥିବା ଇଫ୍ରୟିମର ଶରଣାସ୍ଥି।” ଗିଲିୟଦର ଲୋକମାନେ ଇଫ୍ରୟିମର ଲୋକମାନଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, “ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ।”
Odia IRV 2017 (ଓଡିଆ ବାଇବେଲ)
ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ।