Judges 12:5 — Compare Translations

5 translations compared side by side

Odia - 1840
"ଗିଲିଯଦର ଲୋକମାନେ ୟର୍ଦ୍ଦନ ନଦୀ ନିକଟସ୍ଥ ସ୍ଥାନକକ୍ସ୍ଟ ନିଜ କବଳକକ୍ସ୍ଟ ନଇଗେଲେ। ଯେଉଁଠା ରେ ଲୋକମାନେ ୟର୍ଦ୍ଦନ ପାର ହକ୍ସ୍ଟଅନ୍"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ? ଯେବେ ସେ କହିଲା, ନା;
Odia Bible ERV 2004 (ପବିତ୍ର ବାଇବଲ)
ଗିଲିୟଦର ଲୋକମାନେ ଯର୍ଦ୍ଦନ ନଦୀ ନିକଟସ୍ଥ ସ୍ଥାନକୁ ନିଜ କବଳକୁ ନେଇଗଲେ, ଯେଉଁଠାରେ ଲୋକମାନେ ଯର୍ଦ୍ଦନ ପାର ହୁଅନ୍ତି। ଇଫ୍ରୟିମର କୌଣସି ପଳାତକ ଲୋକ ନଦୀ ପାର ହୋଇଯିବାକୁ କହିଲେ, “ମୋତେ ନଦୀ ପାର ହେବାକୁ ଦିଅ।” ଗିଲିୟଦର ଲୋକମାନେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଇଫ୍ରୟିମ ଲୋକ?” ଯଦି ସେ କହେ “ନାଁ,”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ “ଆମ୍ଭକୁ ପାର ହୋଇ ଯିବାକୁ ଦିଅ” ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, “ତୁମ୍ଭେ କି ଇଫ୍ରୟିମୀୟ ଲୋକ?” ଯେବେ ସେ କହିଲା, “ନା;”
Odia IRV 2017 (ଓଡିଆ ବାଇବେଲ)