Judges 12:7 — Compare Translations

5 translations compared side by side

Odia - 1840
"ୟିଲ୍ଗହ ଇଶ୍ରାୟେଲ ରେ ଛଅ ବର୍ଷଧରି ବିଗ୍ଭରକ ରହିଲେ। ଏହାପରେ ଗିଲିଯଦଠା ରେ ୟିଲ୍ଗହ ମୃତକ୍ସ୍ଟ୍ଯବରଣ କରିବାରକ୍ସ୍ଟ ତାଙ୍କୁ ଗିଲିଯଦ ରେ କବର ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ । ଏ ଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିପ୍ତହ ଇସ୍ରାଏଲରେ ଛଅ ବର୍ଷଧରି ବିଗ୍ଭରକ ରହିଲେ। ଏହା ପରେ ଗିଲିୟଦଠାରେ ଯିପ୍ତହ ମୃତ୍ୟୁବରଣ କରିବାରୁ ତାଙ୍କୁ ଗିଲିୟଦରେ କବର ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ। ଏଥିଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ। ଏଥିଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ।