Judges 12:9 — Compare Translations

5 translations compared side by side

Odia - 1840
"ଇବସନ୍ଙ୍କର ତିରିଶଟି ପକ୍ସ୍ଟତ୍ର ଓ ତିରିଶଟି କନ୍ଯା ଥିଲେ। ସେ ତାଙ୍କର ତିରିଶ କନ୍ଯାକକ୍ସ୍ଟ ସହେି ଲୋକମାନଙ୍କ ସହିତ ବିବାହ ଦେଲେ, ଯେଉଁମାନେ ତାଙ୍କର ସଐର୍କୀଯ ନଥିଲେ। ସେ ତିରିଶଟି କନ୍ଯାକକ୍ସ୍ଟ ମନୋନୀତ କଲେ, ତାଙ୍କର ପକ୍ସ୍ଟତ୍ରମାନଙ୍କ ସହିତ ବିବାହ କରିବା ପାଇଁ, ଯେଉଁମାନେ ତାଙ୍କ ସଐର୍କୀଯ ନଥିଲେ। ଇବସନ୍ ସାତବର୍ଷ ଧରି ଇଶ୍ରାୟେଲର ବିଗ୍ଭରକ ହାଇେ ରହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ । ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇ‌ବ୍‌ସ‌ନଙ୍କର ତିରି‌ଶ୍‌ଟି ପୁତ୍ର ଓ ତିରି‌ଶ୍‌ଟି କନ୍ୟା ଥିଲେ। ସେ ତାଙ୍କର ତିରିଶ୍ କନ୍ୟାକୁ ସେହି ଲୋକମାନଙ୍କ ସହିତ ବିବାହ ଦେଲେ, ଯେଉଁମାନେ ତାଙ୍କର ସମ୍ପର୍କୀୟ ନ ଥିଲେ। ସେ ତିରି‌ଶ୍‌ଟି କନ୍ୟାକୁ ମନୋନୀତ କଲେ, ତାଙ୍କର ପୁତ୍ରମାନଙ୍କ ସହିତ ବିବାହ କରିବା ପାଇଁ, ଯେଉଁମାନେ ତାଙ୍କର ସମ୍ପର୍କୀୟ ନ ଥିଲେ। ଇ‌ବ୍‌ସନ୍ ସାତ ବର୍ଷ ଧରି ଇସ୍ରାଏଲର ବିଗ୍ଭରକ ହୋଇ ରହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ। ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ। ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ।