Judges 13:1 — Compare Translations
5 translations compared side by side
Odia - 1840
"ପକ୍ସ୍ଟନର୍ବାର ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦ ସହେିପରି କାର୍ୟ୍ଯମାନ ଇଶ୍ରାୟେଲର ଲୋକମାନେ କଲେ। ତେଣୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ହସ୍ତ ରେ ସମାନଙ୍କେୁ ଗ୍ଭଳିଶ ବର୍ଷ ୟାଏ ସମର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମ୍ଶୋନଙ୍କର ଜନ୍ମ ପୁନର୍ବାର ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ସେହିପରି କାର୍ଯ୍ୟମାନ ଇସ୍ରାଏଲର ଲୋକମାନେ କଲେ। ତେଣୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ହସ୍ତରେ ସେମାନଙ୍କୁ ଗ୍ଭଳିଶ୍ ବର୍ଷ ଯାଏ ସମର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶ ବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ।