Judges 13:10 — Compare Translations

5 translations compared side by side

Odia - 1840
"ତେଣୁ ସ୍ତ୍ରୀ ଲୋକଟି ତାଙ୍କ ସ୍ବାମୀ ନିକଟକକ୍ସ୍ଟ ଶିଘ୍ର ଦୌଡି ଗଲେ ଓ କହିଲେ, ସେ ଲୋକ ପକ୍ସ୍ଟନର୍ବାର ଦଖାେ ଦଲୋ? ସଦେିନ ଯେଉଁ ଲୋକ ମାେ ନିକଟକକ୍ସ୍ଟ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ଵାମୀକି ସମ୍ଵାଦ ଦେଇ କହିଲା, ଦେଖ, ସେଦିନ ଯେଉଁ ଲୋକ ମୋʼ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସ୍ତ୍ରୀଲୋକଟି ତାଙ୍କ ସ୍ୱାମୀ ନିକଟକୁ ଶୀଘ୍ର ଦୌଡ଼ି ଗଲା ଓ କହିଲା, “ସେଦିନ ଯେଉଁ ଲୋକ ମୋ’ ନିକଟକୁ ଆସିଥିଲେ ସେ ଲୋକ ପୁନର୍ବାର ଦେଖା ଦେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ୱାମୀକୁ ସମ୍ବାଦ ଦେଇ କହିଲା, “ଦେଖ, ସେଦିନ ଯେଉଁ ଲୋକ ମୋʼ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ୱାମୀକି ସମ୍ବାଦ ଦେଇ କହିଲା, ଦେଖ, ସେଦିନ ଯେଉଁ ଲୋକ ମୋ’ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି।