Judges 13:12 — Compare Translations

5 translations compared side by side

Odia - 1840
"ତେଣୁ ମ ନୋହ କହିଲେ, ଯବେେ ତୁମ୍ଭର ବାକ୍ଯ ପୂରଣ ହେଉଛି, ବାଳକର ଜୀବନ ପ୍ରତି କି ପ୍ରକାର କାର୍ୟ୍ଯ ପ୍ରଦର୍ଶନ ହବେ? ସେ କ'ଣ କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମାନୋହ କହିଲା, ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମାନୋହ କହିଲା, “ଯେବେ ତୁମ୍ଭର ବାକ୍ୟ ପୂରଣ ହେଉଛି, ବାଳକର ଜୀବନ ପ୍ରତି କି ପ୍ରକାର କାର୍ଯ୍ୟ ପ୍ରଦର୍ଶନ ହେବ? ସେ କ’ଣ କରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମାନୋହ କହିଲା, “ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ମାନୋହ କହିଲା, ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ?