Judges 13:14 — Compare Translations
5 translations compared side by side
Odia - 1840
"ସେ ଦ୍ରାକ୍ଷାରସ କିମ୍ବା କୌଣସି ମାଦକ ଦ୍ରବ୍ଯ ପାନ କରିବା ଉଚିତ୍ ନକ୍ସ୍ଟହଁ। ସେ କୌଣସି ଅଶକ୍ସ୍ଟଚି ଖାଦ୍ୟ ଭୋଜନ କରିବା ଉଚିତ୍ ନକ୍ସ୍ଟହଁ। ମୁ ତାଙ୍କୁ ଯେଉଁ ଆଜ୍ଞା ଦଇେଅଛି ସଗେୁଡିକୁ ସେ ପାଳନ କରନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦ୍ରାକ୍ଷାରସ କିମ୍ବା କୌଣସି ମାଦକ ଦ୍ରବ୍ୟ ପାନ କରିବା ଉଚିତ୍ ନୁହଁ। ସେ କୌଣସି ଅଶୁଚି ଖାଦ୍ୟ ଭୋଜନ କରିବା ଉଚିତ୍ ନୁହଁ। ମୁଁ ତାଙ୍କୁ ଯେଉଁ ଆଜ୍ଞା ଦେଇଅଛି ସେଗୁଡ଼ିକୁ ସେ ପାଳନ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।”
Odia IRV 2017 (ଓଡିଆ ବାଇବେଲ)
ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।