Judges 13:15 — Compare Translations
5 translations compared side by side
Odia - 1840
"ଏହାପରେ ମ ନୋହ ସଦାପ୍ରଭୁଙ୍କ ଦୂତଙ୍କକ୍ସ୍ଟ କହିଲେ, ବିନଯ କରୁଅଛକ୍ସ୍ଟ, ଆପଣ ଆମ୍ଭ ସହିତ କିଛି ସମୟ ରହନ୍ତକ୍ସ୍ଟ। ଆମ୍ଭେ ଆପଣଙ୍କ ପାଇଁ ଏକ ୟକ୍ସ୍ଟବାଛଳେି ପ୍ରସ୍ତକ୍ସ୍ଟତ କରିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳି ଛୁଆଟିଏ ପ୍ରସ୍ତୁତ କରିବାଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ବିନୟ କରୁଅଛୁ, ଆପଣ ଆମ୍ଭ ସହିତ କିଛି ସମୟ ରୁହନ୍ତୁ। ଆମ୍ଭେ ଆପଣଙ୍କ ପାଇଁ ଏକ ଯୁବାଛେଳି ପ୍ରସ୍ତୁତ କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳି ଛୁଆଟିଏ ପ୍ରସ୍ତୁତ କରିବା ଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳିଛୁଆଟିଏ ପ୍ରସ୍ତୁତ କରିବାଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ।