Judges 13:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ଦୂତ ମ ନୋହଙ୍କକ୍ସ୍ଟ କହିଲେ, ତୁମ୍ଭେ ମାେତେ ଅଟକାଇ ରଖିଲେ ବି ମୁ ତୁମ୍ଭର ଖାଦ୍ୟ ଖାଇବି ନାହିଁ। ଯଦି ତୁମ୍ଭେ ଇଚ୍ଛାକର ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ଉତ୍ସର୍ଗ କରିପାର। ସେ ମନକ୍ସ୍ଟଷ୍ଯ ଯେ ସଦାପ୍ରଭୁଙ୍କର ଦୂତ ଏକଥା ମ ନୋହ ଜାଣି ନ ଥଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, ତୁମ୍ଭେ ଆମ୍ଭକୁ ଅଟକାଇ ରଖିଲେ ହେଁ ଆମ୍ଭେ ତୁମ୍ଭ ଆହାର ଭୋଜନ କରିବୁ ନାହିଁ; ପୁଣି ଯେବେ ତୁମ୍ଭେ ହୋମବଳି ପ୍ରସ୍ତୁତ କର, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଉତ୍ସର୍ଗ କର । ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ମାନୋହ ଜାଣି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଦୂତ ମାନୋହଙ୍କୁ କହିଲେ, “ତୁମ୍ଭେ ମୋତେ ଅଟକାଇ ରଖିଲେ ବି ମୁଁ ତୁମ୍ଭର ଖାଦ୍ୟ ଖାଇବି ନାହିଁ। ଯଦି ତୁମ୍ଭେ ଇଚ୍ଛାକର ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିପାର।” ସେ ମନୁଷ୍ୟ ଯେ ସଦାପ୍ରଭୁଙ୍କର ଦୂତ ଏ କଥା ମାନୋହ ଜାଣି ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ତୁମ୍ଭେ ଆମ୍ଭକୁ ଅଟକାଇ ରଖିଲେ ହେଁ ଆମ୍ଭେ ତୁମ୍ଭ ଆହାର ଭୋଜନ କରିବୁ ନାହିଁ; ପୁଣି ଯେବେ ତୁମ୍ଭେ ହୋମବଳି ପ୍ରସ୍ତୁତ କର, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଉତ୍ସର୍ଗ କର।” ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ମାନୋହ ଜାଣି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, ତୁମ୍ଭେ ଆମ୍ଭକୁ ଅଟକାଇ ରଖିଲେ ହେଁ ଆମ୍ଭେ ତୁମ୍ଭ ଆହାର ଭୋଜନ କରିବୁ ନାହିଁ; ପୁଣି ଯେବେ ତୁମ୍ଭେ ହୋମବଳି ପ୍ରସ୍ତୁତ କର, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଉତ୍ସର୍ଗ କର। ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ମାନୋହ ଜାଣି ନ ଥିଲା।