Judges 13:17 — Compare Translations

5 translations compared side by side

Odia - 1840
"ଏହାପରେ ମ ନୋହ ପଗ୍ଭରିଲା, ସଦାପ୍ରଭୁ, ଆପଣଙ୍କର ନାମ କ'ଣ? ଆପଣଙ୍କ ବାକ୍ଯ ସଫଳ ହେଲେ ଆମ୍ଭମାନେେ ଆପଣଙ୍କର ପ୍ରଶଂସା କରିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ଆପଣଙ୍କର ନାମ କଅଣ? ଆପଣଙ୍କ ବାକ୍ୟ ସଫଳ ହେଲେ, ଆମ୍ଭେମାନେ ଆପଣଙ୍କର ଗୌରବ କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମାନୋହ ପଗ୍ଭରିଲା, ସଦାପ୍ରଭୁ, “ଆପଣଙ୍କର ନାମ କ’ଣ? ଆପଣଙ୍କ ବାକ୍ୟ ସଫଳ ହେଲେ ଆମ୍ଭେମାନେ ଆପଣଙ୍କର ପ୍ରଶଂସା କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ଆପଣଙ୍କର ନାମ କଅଣ? ଆପଣଙ୍କ ବାକ୍ୟ ସଫଳ ହେଲେ, ଆମ୍ଭେମାନେ ଆପଣଙ୍କର ଗୌରବ କରିବୁ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ଆପଣଙ୍କର ନାମ କଅଣ? ଆପଣଙ୍କ ବାକ୍ୟ ସଫଳ ହେଲେ, ଆମ୍ଭେମାନେ ଆପଣଙ୍କର ଗୌରବ କରିବୁ।