Judges 13:18 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ଦୂତ କହିଲେ, ତୁମ୍ଭେ ମାେ ନାମ କାହିଁକି ପଗ୍ଭରକ୍ସ୍ଟଛ? ଏହା ଅତ୍ଯନ୍ତ ଆଶ୍ଚର୍ୟ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, ତୁମ୍ଭେ ଆମ୍ଭ ନାମ କାହିଁକି ପଚାରୁଅଛ, ତାହା ତ ଆଶ୍ଚର୍ଯ୍ୟ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଦୂତ କହିଲେ, “ତୁମ୍ଭେ ମୋ’ ନାମ କାହିଁକି ପଗ୍ଭରୁଛ? ଏହା ଅତ୍ୟନ୍ତ ଆଶ୍ଚର୍ଯ୍ୟ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆମ୍ଭ ନାମ କାହିଁକି ପଚାରୁଅଛ, ତାହା ତ ଆଶ୍ଚର୍ଯ୍ୟ?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, ତୁମ୍ଭେ ଆମ୍ଭ ନାମ କାହିଁକି ପଚାରୁଅଛ, ତାହା ତ ଆଶ୍ଚର୍ଯ୍ୟ?