Judges 13:19 — Compare Translations

5 translations compared side by side

Odia - 1840
"ଏହାପରେ ମ ନୋହ ଏକ ଛଳେି ଓ ତହିଁର ଶସ୍ଯ ନବୈେଦ୍ଯ ସଦାପ୍ରଭୁଙ୍କୁ ଉତ୍ସର୍ଗ କଲା, ଏବଂ ସେ ଏକ ଅଭକ୍ସ୍ଟତ କାର୍ୟ୍ଯ କଲେ, ଯେତବେେଳେ ମ ନୋହ ଓ ତା'ର ସ୍ତ୍ରୀ ଦେଖକ୍ସ୍ଟଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମାନୋହ ସେହି ଛେଳିଛୁଆ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୈଳ ଉପରେ ଉତ୍ସର୍ଗ କଲା । ତହୁଁ ଦୂତ ଆଶ୍ଚର୍ଯ୍ୟ ପ୍ରକାର କର୍ମ କଲେ, ଆଉ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମାନୋହ ଏକ ଛେଳି ଓ ତହିଁର ଶସ୍ୟ ନୈବେଦ୍ୟ ସଦାପ୍ରଭୁଙ୍କୁ ଉତ୍ସର୍ଗ କଲା, ଏବଂ ସେ ଏକ ଅ‌ଦ୍‌ଭୂତ କାର୍ଯ୍ୟ କଲେ, ଯେତେବେଳେ ମାନୋହ ଓ ତା’ର ସ୍ତ୍ରୀ ଦେଖୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମାନୋହ ସେହି ଛେଳିଛୁଆ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୈଳ ଉପରେ ଉତ୍ସର୍ଗ କଲା। ତହୁଁ ଦୂତ ଆଶ୍ଚର୍ଯ୍ୟ ପ୍ରକାର କର୍ମ କଲେ, ଆଉ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମାନୋହ ସେହି ଛେଳିଛୁଆ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୈଳ ଉପରେ ଉତ୍ସର୍ଗ କଲା। ତହୁଁ ଦୂତ ଆଶ୍ଚର୍ଯ୍ୟ ପ୍ରକାର କର୍ମ କଲେ, ଆଉ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ।