Judges 13:2 — Compare Translations

5 translations compared side by side

Odia - 1840
"ଏହାପରେ ସରିଯନିବାସୀ ଜଣେ ଲୋକ ଯାହାର ନାମ ଥିଲା ମା ନୋହ। ତାଙ୍କର ଏକ ସ୍ତ୍ରୀ ଥିଲା କିନ୍ତୁ ସେ ଥିଲା ବାନ୍ଧ୍ଯା। କାରଣ ସେ କୌଣସି ପିଲାକକ୍ସ୍ଟ ଜନ୍ମ ଦବୋକକ୍ସ୍ଟ ଅକ୍ଷମ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରୀୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସରିୟନିବାସୀ ଜଣେ ଲୋକ ଯାହାର ନାମ ଥିଲା ମାନୋହ। ତାଙ୍କର ଏକ ସ୍ତ୍ରୀ ଥିଲା କିନ୍ତୁ ସେ ଥିଲା ବନ୍ଧ୍ୟା। କାରଣ ସେ କୌଣସି ପିଲାକୁ ଜନ୍ମ ଦେବାକୁ ଅକ୍ଷମ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।