Judges 13:21 — Compare Translations
5 translations compared side by side
Odia - 1840
"ବାସ୍ତବ ରେ ମ ନୋହ ବକ୍ସ୍ଟଝିପାରିଲେ ଯେ ସେ ହେଉଛନ୍ତି ସଦାପ୍ରଭୁଙ୍କର ଦୂତ। ଏହାପରେ ସଦାପ୍ରଭୁଙ୍କର ଦୂତ ଆଉ ମ ନୋହ ଓ ତାଙ୍କର ସ୍ତ୍ରୀକକ୍ସ୍ଟ କବେେ ପକ୍ସ୍ଟଣି ଦଖାେ ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ । ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବାସ୍ତବରେ ମାନୋହ ବୁଝିପାରିଲେ ଯେ ସେ ହେଉଛନ୍ତି ସଦାପ୍ରଭୁଙ୍କର ଦୂତ। ଏହା ପରେ ସଦାପ୍ରଭୁଙ୍କର ଦୂତ ଆଉ ମାନୋହ ଓ ତାଙ୍କର ସ୍ତ୍ରୀକୁ କେବେ ପୁଣି ଦେଖା ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା।