Judges 13:22 — Compare Translations

5 translations compared side by side

Odia - 1840
"ମ ନୋହ ତାଙ୍କ ସ୍ତ୍ରୀଙ୍କକ୍ସ୍ଟ କହିଲେ, ଆମ୍ଭେ ପରମେଶ୍ବରଙ୍କର ଦର୍ଶନ ପାଇଲକ୍ସ୍ଟ। ଆମ୍ଭେ ନିଶ୍ଚିତ ମରିବା!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, ଆମ୍ଭେମାନେ ପରମେଶ୍ଵରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମାନୋହ ତାଙ୍କ ସ୍ତ୍ରୀଙ୍କୁ କହିଲା, “ଆମ୍ଭେ ପରମେଶ୍ୱରଙ୍କର ଦର୍ଶନ ପାଇଲୁ। ଆମ୍ଭେ ନିଶ୍ଚିତ ମରିବା!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।