Judges 13:23 — Compare Translations

5 translations compared side by side

Odia - 1840
"କିନ୍ତୁ ତା'ର ସ୍ତ୍ରୀ ଉତ୍ତର ଦଲୋ, ସଦାପ୍ରଭୁ ଆମ୍ଭକକ୍ସ୍ଟ ମାରିବାକକ୍ସ୍ଟ ଗ୍ଭହାଁନ୍ତି ନାହିଁ। ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମାରିବାକକ୍ସ୍ଟ ଗ୍ଭହିଁଥାନ୍ତେ, ତବେେ ସେ ଆମ୍ଭର ହାମବେଳି ଓ ଶସ୍ଯ ନବୈେଦ୍ଯ ଗ୍ରହଣ କରି ନ ଥାନ୍ତେ। ସେ ଆମ୍ଭକକ୍ସ୍ଟ ଏପରି ଆଶ୍ଚର୍ୟ୍ଯ ଦୃଶ୍ଯ ଦଖାଇେ ନ ଥାନ୍ତେ ଓ ଏହିସବୁ କଥା କହି ନଥାନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାହାର ଭାର୍ଯ୍ୟା ତାହାକୁ କହିଲା, ଯେବେ ଆମ୍ଭମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥାʼନ୍ତା, ତେବେ ସେ ଆମ୍ଭମାନଙ୍କ ହସ୍ତରୁ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଗ୍ରହଣ କରି ନ ଥାʼନ୍ତେ, ଅବା ସେ ଏସବୁ ବିଷୟ ଆମ୍ଭମାନଙ୍କୁ ଦେଖାଇ ନ ଥାʼନ୍ତେ, କିଅବା ଏ ସମୟରେ ଏପରି କଥା ଶୁଣାଇ ନ ଥାʼନ୍ତେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତା’ର ସ୍ତ୍ରୀ ଉତ୍ତର ଦେଲା, “ସଦାପ୍ରଭୁ ଆମ୍ଭକୁ ମାରିବାକୁ ଗ୍ଭହାନ୍ତି ନାହିଁ। ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମାରିବାକୁ ଗ୍ଭହିଁଥା’ନ୍ତେ, ତେବେ ସେ ଆମ୍ଭର ହୋମବଳି ଓ ଶସ୍ୟ ନୈବେଦ୍ୟ ଗ୍ରହଣ କରି ନ ଥା’ନ୍ତେ। ସେ ଆମ୍ଭକୁ ଏପରି ଆଶ୍ଚର୍ଯ୍ୟ ଦୃଶ୍ୟ ଦେଖାଇ ନ ଥା’ନ୍ତେ ଓ ଏହିସବୁ କଥା କହି ନ ଥା’ନ୍ତେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାହାର ଭାର୍ଯ୍ୟା ତାହାକୁ କହିଲା, “ଯେବେ ଆମ୍ଭମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥାଆନ୍ତା, ତେବେ ସେ ଆମ୍ଭମାନଙ୍କ ହସ୍ତରୁ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଗ୍ରହଣ କରି ନ ଥାଆନ୍ତେ, ଅବା ସେ ଏସବୁ ବିଷୟ ଆମ୍ଭମାନଙ୍କୁ ଦେଖାଇ ନ ଥାଆନ୍ତେ, କିଅବା ଏସମୟରେ ଏପରି କଥା ଶୁଣାଇ ନ ଥାଆନ୍ତେ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତାହାର ଭାର୍ଯ୍ୟା ତାହାକୁ କହିଲା, ଯେବେ ଆମ୍ଭମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥାଆନ୍ତା, ତେବେ ସେ ଆମ୍ଭମାନଙ୍କ ହସ୍ତରୁ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଗ୍ରହଣ କରି ନ ଥାଆନ୍ତେ, ଅବା ସେ ଏସବୁ ବିଷୟ ଆମ୍ଭମାନଙ୍କୁ ଦେଖାଇ ନ ଥାଆନ୍ତେ, କିଅବା ଏ ସମୟରେ ଏପରି କଥା ଶୁଣାଇ ନ ଥାଆନ୍ତେ।