Judges 13:24 — Compare Translations
5 translations compared side by side
Odia - 1840
"ଏହାପରେ ସହେି ସ୍ତ୍ରୀ ଜଣଙ୍କ ଏକ ପକ୍ସ୍ଟତ୍ର ସନ୍ତାନ ଜନ୍ମ ଦଲୋ। ସେ ତାଙ୍କର ନାମ ଶାମ୍ଶାେନ୍ ରଖିଲେ। ଶାମ୍ଶାେନ୍ ସଦାପ୍ରଭୁଙ୍କର ଆଶୀର୍ବାଦରକ୍ସ୍ଟ ବଢିବାକକ୍ସ୍ଟ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍ଶୋନ୍ ଦେଲା । ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ସ୍ତ୍ରୀ ଜଣକ ଏକ ପୁତ୍ର ସନ୍ତାନ ଜନ୍ମ ଦେଲା। ସେ ତାଙ୍କର ନାମ ଶାମ୍ଶୋନ୍ ରଖିଲେ। ଶାମ୍ଶୋନ୍ ସଦାପ୍ରଭୁଙ୍କର ଆଶୀର୍ବାଦରେ ବଢ଼ିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍ଶୋନ୍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍ଶୋନ୍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।