Judges 13:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମ ନୋହର ସ୍ତ୍ରୀକକ୍ସ୍ଟ ପ୍ରସନ୍ନ ହେଲେ। ଏବଂ ତାଙ୍କୁ କହିଲେ, ତୁମ୍ଭେ ଆଜି ୟାଏ ପିଲା ଜନ୍ମ କରି ନାହଁ। ତୁମ୍ଭେ ଗର୍ଭବତୀ ହବେ ଏବଂ ଏକ ପକ୍ସ୍ଟତ୍ର ସନ୍ତାନ ଜନ୍ମ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମାନୋହର ସ୍ତ୍ରୀକୁ ପ୍ରସନ୍ନ ହେଲେ, ଏବଂ ତାଙ୍କୁ କହିଲେ, “ତୁମ୍ଭେ ଆଜି ଯାଏ ପିଲା ଜନ୍ମ କରି ନାହଁ। ତୁମ୍ଭେ ଗର୍ଭବତୀ ହେବ ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।