Judges 13:4 — Compare Translations

5 translations compared side by side

Odia - 1840
"ତୁମ୍ଭେ କଦାପି ଦ୍ରାକ୍ଷାରସ କି ଅନ୍ଯାନ୍ଯ ମାଦକ ଦ୍ରବ୍ଯ ସ୍ପର୍ଶ କରିବ ନାହିଁ। ତୁମ୍ଭମାନେେ କୌଣସି ଅଶକ୍ସ୍ଟଚି ସାମଗ୍ରୀ ଖାଇବ ନାହିଁ। ସାବଧାନ ହକ୍ସ୍ଟଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କଦାପି ଦ୍ରାକ୍ଷାରସ କି ଅନ୍ୟାନ୍ୟ ମାଦକ ଦ୍ରବ୍ୟ ସ୍ପର୍ଶ କରିବ ନାହିଁ। କୌଣସି ଅଶୁଚି ସାମଗ୍ରୀ ଖାଇବ ନାହିଁ। ସାବଧାନ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;