Judges 13:5 — Compare Translations
5 translations compared side by side
Odia - 1840
"ଏହା କାରଣ ତୁମ୍ଭେ ଗର୍ଭବତୀ, ଏବଂ ତୁମ୍ଭେ ଏକ ପକ୍ସ୍ଟତ୍ର ସନ୍ତାନକକ୍ସ୍ଟ ଜନ୍ମ ଦବୋ ପାଇଁ ଯାଉଛ। ତା'ର ମସ୍ତକରେ କ୍ଷକ୍ସ୍ଟର ଲାଗିବ ନାହିଁ। ସେ ଗର୍ଭ ରେ ଥିଲା ସମୟରକ୍ସ୍ଟ ନାସରୀଯ ରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗିତ ହାଇେଅଛି। ସେ ପଲେଷ୍ଟୀୟମାନଙ୍କ କବଳରକ୍ସ୍ଟ ଇଶ୍ରାୟେଲକକ୍ସ୍ଟ ଉଦ୍ଧାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେ ଗର୍ଭବତୀ, ଏବଂ ତୁମ୍ଭେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେବା ପାଇଁ ଯାଉଛ। ତା’ର ମସ୍ତକରେ କ୍ଷୁର ଲାଗିବ ନାହିଁ। ସେ ଗର୍ଭରେ ଥିବା ସମୟରୁ ନାସରୀୟ ରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗିତ ହୋଇଅଛି। ସେ ପଲେଷ୍ଟୀୟମାନଙ୍କ କବଳରୁ ଇସ୍ରାଏଲକୁ ଉଦ୍ଧାର କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।