Judges 13:6 — Compare Translations

5 translations compared side by side

Odia - 1840
"ଏହାପରେ ସହେି ସ୍ତ୍ରୀ ଲୋକଜଣଙ୍କ ତା'ର ସ୍ବାମୀକକ୍ସ୍ଟ କହିଲା ଯାହା ସବୁ ଘଟିଗଲା। ସେ କହିଲା, ପରମେଶ୍ବରଙ୍କର ଜଣେ ଲୋକ ମାେ ନିକଟକକ୍ସ୍ଟ ଆସିଲେ ୟିଏକି ପରମେଶ୍ବରଙ୍କ ଦୂତପରି ଦଖାଯାେଉଥିଲେ। ସେ ଅତି ଭୟଙ୍କର ଦଖାଯାେଉଥିଲେ। ସେ କେଉଁଠକ୍ସ୍ଟ ଆସିଥିଲେ, ମୁ ତାଙ୍କୁ ପଗ୍ଭରି ପାରିଲି ନାହିଁ। କିମ୍ବା ସେ ତାଙ୍କର ନାମ ମାେତେ କହିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ଵାମୀକି କହିଲା, ପରମେଶ୍ଵରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ । ତାହାଙ୍କ ରୂପ ପରମେଶ୍ଵରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ସ୍ତ୍ରୀଲୋକଜଣକ ତା’ର ସ୍ୱାମୀକୁ କହିଲା ଯାହାସବୁ ଘଟିଗଲା। ସେ କହିଲା, “ପରମେଶ୍ୱରଙ୍କର ଜଣେ ଲୋକ ମୋ’ ନିକଟକୁ ଆସିଲେ ଯିଏ କି ପରମେଶ୍ୱରଙ୍କ ଦୂତପରି ଦେଖାଯାଉଥିଲେ। ସେ ଅତି ଭୟଙ୍କର ଦେଖାଯାଉଥିଲେ। ସେ କେଉଁଠୁ ଆସିଥିଲେ, ମୁଁ ତାଙ୍କୁ ପଗ୍ଭରି ପାରିଲି ନାହିଁ। କିମ୍ବା ସେ ତାଙ୍କର ନାମ ମୋତେ କହିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକୁ କହିଲା, “ପରମେଶ୍ୱରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଏ ଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକି କହିଲା, ପରମେଶ୍ୱରଙ୍କର ଏକ ଲୋକ ମୋ’ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;