Judges 13:7 — Compare Translations
5 translations compared side by side
Odia - 1840
"କିନ୍ତୁ ସେ ମାେତେ କହିଲେ, 'ତକ୍ସ୍ଟମେ ଗର୍ଭବତୀ ହବେ ଏବଂ ଏକ ପକ୍ସ୍ଟତ୍ର ସନ୍ତାନ ଜନ୍ମ ଦବେ। ତେଣୁ ତକ୍ସ୍ଟମେ ଦ୍ରାକ୍ଷାରସ କିମ୍ବା ମାଦକ ଦ୍ରବ୍ଯ ସବେନ କରିବା ଉଚିତ୍ ନକ୍ସ୍ଟହଁ କିମ୍ବା ଅଶକ୍ସ୍ଟଚି ଖାଦ୍ୟ ଖାଇବା ଉଚିତ୍ ନକ୍ସ୍ଟହଁ। କାରଣ ଶିଶକ୍ସ୍ଟଟିକକ୍ସ୍ଟ ପରମେଶଓରଙ୍କୁ ସମର୍ପଣ କରାୟିବ। ସେ ଜନ୍ମରକ୍ସ୍ଟ ମରଣ ପର୍ୟ୍ଯନ୍ତ ପରମେଶ୍ବରଙ୍କର ନାସନୀଯ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ମୋତେ କହିଲେ, ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେ ମୋତେ କହିଲେ, ‘ତୁମ୍ଭେ ଗର୍ଭବତୀ ହେବ ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେବ। ତେଣୁ ତୁମ୍ଭେ ଦ୍ରାକ୍ଷାରସ କିମ୍ବା ମାଦକ ଦ୍ରବ୍ୟ ସେବନ କରିବା ଉଚିତ୍ ନୁହଁ କିମ୍ବା ଅଶୁଚି ଖାଦ୍ୟ ଖାଇବା ଉଚିତ୍ ନୁହଁ। କାରଣ ଶିଶୁଟିକୁ ପରମେଶ୍ୱରଙ୍କୁ ସମର୍ପଣ କରାଯିବ। ସେ ଜନ୍ମରୁ ମରଣ ପର୍ଯ୍ୟନ୍ତ ପରମେଶ୍ୱରଙ୍କର ନାସରୀୟ ହେବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ମୋତେ କହିଲେ, ‘ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,’”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ମୋତେ କହିଲେ, ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,