Judges 13:8 — Compare Translations

5 translations compared side by side

Odia - 1840
"ଏହାପରେ ମ ନୋହ ସଦାପ୍ରଭୁଙ୍କ ପ୍ରାର୍ଥନା କଲା, ହେ ସଦାପ୍ରଭୁ ତୁମ୍ଭକୁ ବିନଯ କରୁଅଛି, ପରମେଶ୍ବରଙ୍କର ଲୋକଙ୍କକ୍ସ୍ଟ ଆମ୍ଭ ନିକଟକକ୍ସ୍ଟ ପକ୍ସ୍ଟନର୍ବାର ପଠାଅ। ଯେଉଁ ପିଲା ଜନ୍ମ ନବେ ଆମ୍ଭେ ତା ପାଇଁ କି କର୍ତ୍ତବ୍ଯ କରିବକ୍ସ୍ଟ। ସେ ଆମ୍ଭମାନଙ୍କୁ କକ୍ସ୍ଟହନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ଵରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମାନୋହ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲା, “ହେ ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, ପରମେଶ୍ୱରଙ୍କର ଲୋକଙ୍କୁ ଆମ୍ଭ ନିକଟକୁ ପୁନର୍ବାର ପଠାଅ। ଯେଉଁ ପିଲା ଜନ୍ମ ନେବ ଆମ୍ଭେ ତା’ ପାଇଁ କି କର୍ତ୍ତବ୍ୟ କରିବୁ। ସେ ଆମ୍ଭମାନଙ୍କୁ କୁହନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, “ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, ହେ ପ୍ରଭୁ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।