Judges 14:10 — Compare Translations

5 translations compared side by side

Odia - 1840
"ଶାମ୍ଶୋନଙ୍କର ପିତା ସହେି ପଲେଷ୍ଟୀୟ ସ୍ତ୍ରୀ ଲୋକଟିକକ୍ସ୍ଟ ଦେଖିବାକକ୍ସ୍ଟ ଗଲେ। ଏପରି ପ୍ରଥା ଥିଲା ଯେ ଯେଉଁଥିପାଇଁ ସମାନେେ ସଠାେରେ ଏକ ଭୋଜି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା । ପୁଣି ଶାମ୍ଶୋନ୍ ସେଠାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶା‌ମ୍‌ଶୋ‌ନଙ୍କର ପିତା ସେହି ପଲେଷ୍ଟୀୟ ସ୍ତ୍ରୀଲୋକଟିକୁ ଦେଖିବାକୁ ଗଲେ। ଏପରି ପ୍ରଥା ଥିଲା ଯେ ଯେଉଁଥିପାଇଁ ସେମାନେ ସେଠାରେ ଏକ ଭୋଜି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍‍ଶୋନ୍‍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍‍ଶୋନ୍‍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା।