Judges 14:11 — Compare Translations

5 translations compared side by side

Odia - 1840
"ସମାନେେ ଶାମ୍ଶାେନ୍କକ୍ସ୍ଟ ଦେଖିବା ପରେ ତାହା ସଙ୍ଗେ ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାହାକୁ ଦେଖନ୍ତେ, ତାହା ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଶା‌ମ୍‌ଶୋ‌ନ୍‌କୁ ଦେଖିବା ପରେ ତାହାଙ୍କ ସଙ୍ଗେ ସଙ୍ଗେ ରହିବା ପାଇଁ ତିରିଶ୍ ଜଣ ମିତ୍ର ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ତାହାକୁ ଦେଖନ୍ତେ, ତାହା ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ତାହାକୁ ଦେଖନ୍ତେ, ତାହା ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ।