Judges 14:12 — Compare Translations
5 translations compared side by side
Odia - 1840
"ଏହାପରେ ଶାମ୍ଶାେନ୍ ସହେି ତିରିଶ ଜଣ ଲୋକମାନଙ୍କୁ କହିଲେ, ମୁ ତୁମ୍ଭକୁ ଏକ ରହସ୍ଯାବୃତ ପ୍ରଶ୍ନ କହିବାକକ୍ସ୍ଟ ଗ୍ଭ ହେଁ। ତୁମ୍ଭମାନେେ ଯବେେ ଏହି ଭୋଜିର ସାତଦିନ ମଧିଅରେ ତହିଁର ଅର୍ଥ ବାହାର କରି ମାେତେ ଜଣାଇବ। ତବେେ ତୁମ୍ଭମାନଙ୍କୁ ମୁ ତିରିଶ ରେଶମବସ୍ତ୍ର ଓ ତିରିଶ ୟୋଡା ପୋଷାକ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ । ତୁମ୍ଭେମାନେ ଯେବେ ଏହି ଭୋଜିର ସାତଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶାମ୍ଶୋନ୍ ସେହି ତିରିଶ୍ ଜଣ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ଏକ ରହସ୍ୟାବୃତ ପ୍ରଶ୍ନ କହିବାକୁ ଗ୍ଭହେଁ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ। ତେବେ ତୁମ୍ଭମାନଙ୍କୁ ମୁଁ ତିରିଶ୍ ରେଶମବସ୍ତ୍ର ଓ ତିରିଶ୍ ଯୋଡ଼ା ପୋଷାକ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।