Judges 14:13 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ କହେି ଉତ୍ତର ବାହାର କରି ନ ପାର, ତବେେ ତୁମ୍ଭମାନେେ ମାେତେ ତିରିଶଟି ମସିନା ବସ୍ତ୍ର ଓ ତିରିଶଟି ସାଜ ପୋଷାକ ଦବେ। ତେଣୁ ସହେି ତିରିଶ ଜଣ ଲୋକ ପଚାରିଲେ, ତୁମ୍ଭେ ତୁମ୍ଭର ପ୍ର ହଳେିକା କକ୍ସ୍ଟହ, ଆମ୍ଭେ ତାକକ୍ସ୍ଟ ଶୁଣିବାକୁ ଗ୍ଭହକ୍ସ୍ଟଁଅଛକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ । ଆଉ ସେମାନେ ତାହାକୁ କହିଲେ, ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ କେହି ଉତ୍ତର ବାହାର କରି ନ ପାର, ତେବେ ତୁମ୍ଭେମାନେ ମୋତେ ତିରି‌ଶ୍‌ଟି ମସିନା ବସ୍ତ୍ର ଓ ତିରି‌ଶ୍‌ଟି ସାଜ ପୋଷାକ ଦେବ।” ତେଣୁ ସେହି ତିରିଶ୍ ଜଣ ଲୋକ ପଗ୍ଭରିଲେ, “ତୁମ୍ଭେ ତୁମ୍ଭର ପ୍ରହେଳିକା କୁହ, ଆମ୍ଭେ ତାକୁ ଶୁଣିବାକୁ ଗ୍ଭହୁଁଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ।” ଆଉ ସେମାନେ ତାହାକୁ କହିଲେ, “ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ। ଆଉ ସେମାନେ ତାହାକୁ କହିଲେ, ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ।