Judges 14:15 — Compare Translations

5 translations compared side by side

Odia - 1840
"କିନ୍ତୁ ସମାନେେ ସହେି ଗ୍ଭତକ୍ସ୍ଟର୍ୟ୍ଯ ପ୍ରଶ୍ନ ଦିନ ଦିନ ରେ ବାହାର କରି ପାରିଲେ ନାହିଁ। ଚତକ୍ସ୍ଟର୍ଥ ଦିନ ରେ ସମାନେେ ଶାମ୍ଶୋନଙ୍କର ସ୍ତ୍ରୀଙ୍କକ୍ସ୍ଟ କହିଲେ, ଗ୍ଭତକ୍ସ୍ଟର୍ୟ୍ଯ ପ୍ରଶ୍ନର ଉତ୍ତର ଜଣିବା ପାଇଁ ତୁମ୍ଭେ ସ୍ବାମୀଙ୍କକ୍ସ୍ଟ କକ୍ସ୍ଟହ, ନ ହେଲେ ଆମ୍ଭମାନେେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକକ୍ସ୍ଟ ଅଗ୍ନି ରେ ଦଗ୍ଧ କରିବକ୍ସ୍ଟ। ତୁମ୍ଭେ ଆମ୍ଭମାନଙ୍କୁ ଗରୀବ କରିବା ପାଇଁ ନିଯନ୍ତ୍ରଣ କଲ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍ଶୋନ୍ର ଭାର୍ଯ୍ୟାକୁ କହିଲେ, ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ଵାମୀକି ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ । ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା? ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନେ ସେହି ଗ୍ଭତୁର୍ଯ୍ୟ ପ୍ରଶ୍ନ ତିନି ଦିନରେ ବାହାର କରି ପାରିଲେ ନାହିଁ। ଚତୁର୍ଥ ଦିନରେ ସେମାନେ ଶା‌ମ୍‌ଶୋ‌ନଙ୍କର ସ୍ତ୍ରୀଙ୍କୁ କହିଲେ, ଗ୍ଭତୁର୍ଯ୍ୟ ପ୍ରଶ୍ନର ଉତ୍ତର ଜାଣିବା ପାଇଁ ତୁମ୍ଭେ ସ୍ୱାମୀଙ୍କୁ କୁହ, ନ ହେଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦ‌ଗ୍‌ଧ କରିବୁ। “ତୁମ୍ଭେ ଆମ୍ଭମାନଙ୍କୁ ଗରିବ କରିବା ପାଇଁ ନିମନ୍ତ୍ରଣ କଲ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍‍ଶୋନ୍‍ର ଭାର୍ଯ୍ୟାକୁ କହିଲେ, “ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକୁ ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା? ନୁହେଁ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍‍ଶୋନ୍‍ର ଭାର୍ଯ୍ୟାକୁ କହିଲେ, ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକି ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା? ନୁହେଁ?