Judges 14:17 — Compare Translations
5 translations compared side by side
Odia - 1840
"ଶାମ୍ଶାେନ୍ର ସ୍ତ୍ରୀ ଅବଶିଷ୍ଟ ସାତଦିନ ୟାକ କାନ୍ଦିଲା। ତେଣୁ ଶଷେ ରେ ଭୋଜୀର ସଲ୍ଗମ ଦିନ ରେ ଶାମ୍ଶାେନ୍ ପ୍ର ହଳେିକାର ଉତ୍ତର ତାଙ୍କୁ କହିଲେ। ସେ ଉତ୍ତରଟି ତାଙ୍କୁ କହିଲେ, କାରଣ ସେ ତାଙ୍କୁ ହଇରାଣ କରିବାକୁ ଲାଗିଲା। ତା'ପରେ ସେ ୟାଇ ତା'ର ଲୋକମାନଙ୍କୁ ସହେି ଉତ୍ତର କହି ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତା; ଅନୁରୋଧ କରିବାରୁ ସେ ସପ୍ତମ ଦିନରେ ତାହା ତାହାକୁ ବୁଝାଇଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାମ୍ଶୋନ୍ର ସ୍ତ୍ରୀ ଅବଶିଷ୍ଟ ସାତ ଦିନ ଯାକ କାନ୍ଦିଲା। ତେଣୁ ଶେଷରେ ଭୋଜିର ସପ୍ତମ ଦିନରେ ଶାମ୍ଶୋନ୍ ପ୍ରହେଳିକାର ଉତ୍ତର ତାଙ୍କୁ କହିଲେ। ସେ ଉତ୍ତରଟି ତାଙ୍କୁ କହିଲେ, କାରଣ ସେ ତାଙ୍କୁ ହଇରାଣ କରିବାକୁ ଲାଗିଲା। ତା’ପରେ ସେ ଯାଇ ତା’ର ଲୋକମାନଙ୍କୁ ସେହି ଉତ୍ତର କହି ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍ଶୋନ୍ ସପ୍ତମ ଦିନରେ ତାହା ତାହାକୁ ବୁଝାଇଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍ଶୋନ୍ ସପ୍ତମ ଦିନରେ ତାହା ତାହାକୁ ବୁଝାଇ ଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା।