Judges 14:18 — Compare Translations
5 translations compared side by side
Odia - 1840
"ତେଣୁ ସଲ୍ଗମ ଦିନର ସୂର୍ୟ୍ଯାସ୍ତ ଠିକ୍ ପୂର୍ବରକ୍ସ୍ଟ ଭୋଜିର ଶଷେ ଦିନ ପଲେଷ୍ଟୀୟ ଲୋକମାନେ ସହେି ଉତ୍ତର କହି ଦେଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ? ତହିଁରେ ସେ ସେମାନଙ୍କୁ କହିଲା, ତୁମ୍ଭେମାନେ ମୋର ଛଡ଼ାରେ ଚାଷ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାʼନ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସପ୍ତମ ଦିନର ସୂର୍ଯ୍ୟାସ୍ତ ଠିକ୍ ପୂର୍ବରୁ ଭୋଜିର ଶେଷ ଦିନ ପଲେଷ୍ଟୀୟ ଲୋକମାନେ ସେହି ଉତ୍ତର କହି ଦେଲେ, “ମଧୁଠାରୁ ମଧୁର ଆଉ କ’ଣ? ସିଂହଠାରୁ ଅଧିକ ଶକ୍ତିଶାଳୀ କିଏ?” ଶାମ୍ଶୋନ୍ ସେମାନଙ୍କୁ କହିଲେ, “ଯଦି ତୁମେ ମୋର ଗାଈରେ ହଳ କରି ନ ଥା’ନ୍ତ ମୋର ପ୍ରହେଳିକାର ଉତ୍ତର ଦେଇପାରି ନ ଥା’ନ୍ତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, “ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ?” ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ? ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।